ଆଜିର ଖବର କଞ୍ଚା ଲଙ୍କାର ନୂଆ ୱେବ୍ ସିରିଜ “ଅନେଶ୍ବତ ରାଣୀ ରାଜା” ଭୁବନେଶ୍ବର: ଲୋକପ୍ରିୟ ଓଡ଼ିଆ ଓଟିଟି ‘କଞ୍ଚା ଲଙ୍କା’ ରେ ‘ଅନେଶ୍ବତ ରାଣୀ ରାଜା’ ପମ୍ ପମ୍ ପମ୍ ସିରିଜ୍ ଡିସେମ୍ବର ୨ ରୁ ଆରମ୍ଭ ହୋଇଯାଇଛି। ଏହି…