ଅନ୍ତରାଷ୍ଟ୍ରୀୟ ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ଦେହାନ୍ତ!, ଦୁବାଇରେ ହେଉଥିଲେ ଚିକିତ୍ସିତ ନୂଆଦିଲ୍ଲୀ: ଦୀର୍ଘ ଦିନର ଅସୁସ୍ଥତା ପରେ ପାକିସ୍ତାନର ପୂର୍ବତନ ସେନା ମୁଖ୍ୟ ତଥା ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ଆଜି ଦୁବାଇର ଏକ ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ପାକିସ୍ତାନୀ…