ଆଜିର ଖବର ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଦାୟିତ୍ୱ ଗ୍ରହଣ କଲେ ପରମେଶ୍ୱର ଫୁଙ୍କୱାଲ ଭୁବନେଶ୍ଵର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଆଇଆରଏମଏସ ପରମେଶ୍ୱର ଫୁଙ୍କୱାଲ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଆଇଆଇଟି କାନପୁରର ପୂର୍ବତନ ଛାତ୍ର ଏବଂ ଭାରତୀୟ ରେଳବାଇ ଇଞ୍ଜିନିୟର୍ସ…