ଆଜିର ଖବର ଆଜି ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ: ନୌସେନା ଦିବସର ପରାକ୍ରମ ପ୍ରଦର୍ଶନ ଉତ୍ସବରେ ଦେବେ ଯୋଗ ଭୁବନେଶ୍ଵର: ରାଷ୍ଟ୍ରପତି ଆଜି ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବରେ ଯୋଗଦେବେ। ପୁରୀର ବ୍ଲୁ…