ଆଞ୍ଚଳିକ ପାରଳାଖେମୁଣ୍ଡିଠାରେ ପରିବାର ଅଦାଲତ ଉଦ୍ଘାଟିତ ଭୁବନେଶ୍ୱର: ହାଇକୋର୍ଟର ମୁଖ୍ୟ ବିଚାରପତି ଡକଫର ଏସ୍. ମୂରଲୀଧର ଆଜି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିଠାରେ ପରିବାର ଅଦାଲତ ଉଦ୍ଘାଟନ କରିଛନ୍ତି । ସେଠାରେ ଏକ ପରିବାର ଅଦାଲତ…