ପରିବେଶ ଉତ୍କର୍ଷତା ପୁରସ୍କାର

ଭୁବନେଶ୍ୱର: ଦିଲ୍ଲୀସ୍ଥିତ ଏନ୍‌ଭାଇରନ୍‌ମେଂଟ ଆଣ୍ଡ ସୋସିଆଲ୍ ଡେଭଲପ୍‌ମେଂଟ ଆସୋସିଏସନ୍ (ଇଏସ୍‌ଡିଏ) ପକ୍ଷରୁ ଆୟୋଜିତ ଇଏସ୍‌ଡିଏ ପରିବେଶ ଉତ୍କର୍ଷତା ସମ୍ମାନ-୨୦୨୧ କାର୍ଯ୍ୟକ୍ରମରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ…