ପରିବେଶ ଓ ଜଳବାୟୁ ପରିବର୍ତ୍ତନ ତଥା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ

ଭୁବନେଶ୍ୱର: ବନ୍ୟପ୍ରାଣୀ ସଂରକ୍ଷଣ, ବୈଜ୍ଞାନିକ ଗବେଷଣା, ପରିବେଶ ସଚେତନତା ଓ ଦାୟିତ୍ୱପୂର୍ଣ୍ଣ ଇକୋ-ଟୁରିଜମ୍‌କୁ ଅଧିକ ସୁଦୃଢ଼ କରିବାର ଲକ୍ଷ୍ୟ ନେଇ ଓଡ଼ିଶାରେ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ-୨୦୨୬…