ପରିବେଶ ସୁରକ୍ଷା ଓ ପ୍ରଦୂଷଣ ନିୟନ୍ତ୍ରଣ

ଭୁବନେଶ୍ୱର: ପରିବେଶ ସୁରକ୍ଷା ଓ ପ୍ରଦୂଷଣ ନିୟନ୍ତ୍ରଣକୁ ପ୍ରଯୁକ୍ତିନିର୍ଭର ଓ ଜନକୈନ୍ଦ୍ରିକ କରିବା ଦିଗରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆଜି ମୁଖ୍ୟ ଶାସନ ସଚିବ ଅନୁ…