ଆଜିର ଖବର ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ ଭୁବନେଶ୍ୱର: ଯାତ୍ରୀ ଓ ରେଳ କର୍ମଚାରୀମାନଙ୍କ ପାଇଁ ସୁରକ୍ଷିତ ଓ ସ୍ୱଚ୍ଛ ପରିବେଶ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ପୂର୍ବତଟ ରେଳପଥ ପକ୍ଷରୁ ରେଳ ଷ୍ଟେସନ ଓ ରେଳ…