ପରୀକ୍ଷାର୍ଥୀଙ୍କୁ ଆଶ୍ଵସ୍ତି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଦ୍ଵାଦଶ ପରୀକ୍ଷାକୁ ବାତିଲ କରିଦିଆଯାଇଛି। କରୋନା ସଂକ୍ରମଣକୁ ଦେଖି ଯୋଗୀ ଆଦିତ୍ୟନାଥ ସରକାର ଏଭଳି ନିଷ୍ପତ୍ତି ନେଇଛି। ଫଳରେ ୨୬ ଲକ୍ଷ ପରୀକ୍ଷାର୍ଥୀଙ୍କୁ ଆଶ୍ଵସ୍ତି…