ଆଜିର ଖବର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ପରୀକ୍ଷା ନାହିଁ, ସମସ୍ତେ ପାସ୍: ଗଣଶିକ୍ଷା ମନ୍ତ୍ରୀ ଭୁବନେଶ୍ବର: ବର୍ତ୍ତମାନର କରୋନା ସ୍ଥିତିକୁ ଦେଖି ଆଉ ସ୍କୁଲ ଖୋଲା ହେବ ନାହିଁ। ତେଣୁ ଚଳିତ ବର୍ଷ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କର ପରୀକ୍ଷା ସମ୍ଭବ ନାହିଁ।…