ଆଜିର ଖବର ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଭିନବ ପ୍ରୟାସ: ଏଣିକି ପ୍ରତ୍ୟେକ ସୋମବାର ‘ପଲ୍ଲୀରେ ପ୍ରଶାସନ’ କାର୍ଯ୍ୟକ୍ରମ ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜ ଜନ ସାଧାରଣ ମାନଙ୍କର ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକୁ ବିଚାର କରି ତ୍ଵରିତ ନ୍ୟାୟ ପ୍ରଦାନ…