ବିଶେଷ ଖବର ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା ଅଧିନରେ ଓଡ଼ିଶାର ନୀଳ ଅର୍ଥନୀତି ନୂଆଦିଲ୍ଲୀ: କେନ୍ଦ୍ର ମତ୍ସ୍ୟପାଳନ, ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟ ଅନ୍ତର୍ଗତ ମତ୍ସ୍ୟପାଳନ ବିଭାଗ ୨୦୨୦–୨୧ ଆର୍ଥିକ ବର୍ଷରୁ ଓଡ଼ିଶା ସମେତ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ…