ଆଜିର ଖବର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପଶୁ ସଂରକ୍ଷଣ କେନ୍ଦ୍ର ‘ବନ୍ତାରା’ ଉଦଘାଟିତ ଜାମନଗର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ବନ୍ୟପ୍ରାଣୀ ଦିବସ ଅବସରରେ ଗୁଜରାଟର ଜାମନଗରରେ ଅବସ୍ଥିତ ପଶୁ ସଂରକ୍ଷଣ କେନ୍ଦ୍ର ‘ବନ୍ତାରା’ର ଉଦଘାଟନ କରିଛନ୍ତି। ବନ୍ତାରା ହେଉଛି ବନ୍ୟପ୍ରାଣୀଙ୍କ…