ଆଜିର ଖବର ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ, ପାଇକମାଳରେ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭୁବନେଶ୍ବର: ବରଗଡ଼ ଜିଲ୍ଲା ପାଇକମାଳ ରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର କୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭବରେ ଉନ୍ନୀତ କରାଯାଇଛି। ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବୀ…