ଆଜିର ଖବର ଅରୁଣାଚଳରେ ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ପାଇଲଟଙ୍କ ପ୍ରାଣହାନି ନୂଆଦିଲ୍ଲୀ: ଆଜି ଅରୁଣାଚଳ ପ୍ରଦେଶର ତୱାଙ୍ଗ ଅଞ୍ଚଳ ନିକଟରେ ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେନା ଅଧିକାରୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଦୁର୍ଘଟଣାରେ…