ଆଜିର ଖବର ମହାରାଷ୍ଟ୍ରରେ ଟ୍ରେନିଂ ହେଲିକ୍ୟାପ୍ଟର ଦୁର୍ଘଟଣାଗ୍ରସ୍ତ: ଜଣେ ପାଇଲଟ ମୃତ, ଅନ୍ୟ ଜଣେ ଆହତ ମୁମ୍ବାଇ: ମହାରାଷ୍ଟ୍ରର ଜଳଗାଓଁରେ ଏକ ହେଲିକ୍ୟାପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣେ ପାଇଲଟଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ପୋଲିସର ସୂଚନା ମୁତାବକ,…