ଆଜିର ଖବର ବିଶ୍ୱକପ ଖେଳିବା ପାଇଁ ପାକିସ୍ତାନ ଦଳକୁ ଏପର୍ଯ୍ୟନ୍ତ ସରକାରଙ୍କଠାରୁ ମିଳିଲାନି ଅନୁମତି, ଜାଣନ୍ତୁ କାରଣ ନୂଆଦିଲ୍ଲୀ: ଦିନିକିଆ ବିଶ୍ୱକପ୍-୨୦୨୩ ଭାରତର ଆୟୋଜନରେ ଖେଳାଯିବ। ଏହି ମେଗା ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ଅକ୍ଟୋବର ୫ ତାରିଖରେ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯିବ। ଏଥି…