ଆଜିର ଖବର ରାମ ମନ୍ଦିର ପାଣ୍ଠି ସଂଗ୍ରହ ଅଭିଯାନ: ଦାନ ଦେଇ ଶୁଭାରମ୍ଭ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆଦିଲ୍ଲୀ: ଆଜିଠାରୁ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ଉଦ୍ଦେଶ୍ୟରେ ପାଣ୍ଠି ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ଅଭିଯାନର ଶୁଭାରାମ୍ଭ କରିଛନ୍ତି। ସେ…