ପାଣ୍ଡିଆନଙ୍କ ଖୋର୍ଦ୍ଧା ଗସ୍ତ

ଭୁବନେଶ୍ବର: ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଦିନେ 5T ସଚିବଙ୍କ ବିରୋଧରେ ଗର୍ଜ୍ଜନ କରୁଥିଲେ। ସେ କାହିଁକି ବିଭିନ୍ନ ଜିଲ୍ଲା ଗସ୍ତ କରୁଛନ୍ତି ବୋଲି ପ୍ରଶ୍ନ କରିଥିଲେ।…