ଆଜିର ଖବର କଲ୍ୟାଣ ସିଂଙ୍କୁ ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦୀ: କହିଲେ, ଭଗବାନ ଶ୍ରୀରାମ ତାଙ୍କୁ ପାଦରେ ସ୍ଥାନ ଦିଅନ୍ତୁ ଲକ୍ଷ୍ନୌ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲକ୍ଷ୍ନୌରେ ପହଞ୍ଚି ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ…