ପାନ ମସଲା ଚୋରି

ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁରେ ଲକ୍ଷାଧିକ ଟଙ୍କାର ପାନମସଲା ଚୋରି ହୋଇଥିଲା। ଏହି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଉକ୍ତ ଚୋରି ଘଟଣାରେ…