ଆଜିର ଖବର ବେଗୁନିଆ ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଖୋରଧା: ଆଜି ପୂର୍ବାହ୍ନରେ ଖୋରଧା ଜିଲ୍ଲା ଅନ୍ତର୍ଗତ ବେଗୁନିଆ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ପାରମାର ସ୍ମିଥ ପାରୁସୋତ୍ତମ୍ ଦାସ…