ଅନ୍ତରାଷ୍ଟ୍ରୀୟ କ୍ୟାବିନେଟ ମଞ୍ଜୁରି: ତିନୋଟି ଗଣରାଜ୍ୟରେ ଖୋଲିବ ଭାରତୀୟ ମିଶନ ନୂଆଦିଲ୍ଲୀ, ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ୨୦୨୧ରେ ଏସ୍ଟୋନିୟା, ପାରାଗୁଏ ଏବଂ ଡୋମିନିକାର ଗଣରାଜ୍ୟରେ ତିନୋଟି ଭାରତୀୟ ମିଶନ ଖୋଲିବା ପ୍ରସ୍ତାବକୁ ମଞ୍ଜୁରି…