ଅପରାଧ ପାରିବାରିକ ଝଗଡାକୁ ନେଇ ବାଣପୁରରେ ହତ୍ୟାକାଣ୍ଡ, ମହିଳା ମୃତ ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ପଙ୍କାଳ ଗ୍ରାମରେ ଏକ ହତ୍ୟାକାଣ୍ଡ ହୋଇଥିବାର ସୂଚନା ମିଳିଛି। ତେବେ ଉକ୍ତ ହତ୍ୟାକାଣ୍ଡ ପାରିବାରିକ କଳହ…