ଆଜିର ଖବର ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ପାସ-ଫେଲ ନିୟମ: ଜାଣନ୍ତୁ କ’ଣ କହିଲେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଭୁବନେଶ୍ଵର: ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ପୁଣିଥରେ ଲାଗୁ ହୋଇଛି ପାସ-ଫେଲ ନିୟମ। ଏ ସମ୍ପର୍କରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି…