ଆଜିର ଖବର ବଫର ଷ୍ଟକ ପାଇଁ ୨୦୨୨-୨୩ରେ ଚାଷୀଙ୍କ ଠାରୁ ସର୍ବାଧିକ ୨. ୫୦ ଲକ୍ଷ ଟନ୍ ପିଆଜ ସଂଗ୍ରହ ନୂଆଦିଲ୍ଲୀ: ଅତୀତର ସବୁ ରେକର୍ଡ ଭଙ୍ଗ କରି କେନ୍ଦ୍ର ସରକାର ୨୦୨୨-୨୩ ଆର୍ଥିକ ବର୍ଷରେ ଚାଷୀଙ୍କଠାରୁ ୨.୫୦ଲକ୍ଷ ଟନ୍ ପିଆଜ ସଂଗ୍ରହ କରିଛନ୍ତି। ଭବିଷ୍ୟତରେ ତିରୋଟ ସମୟର…