ପିଆଜ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ବର: କେବଳ ପିଆଜ ପରିବହନ କରୁଥିବା ପ୍ରଥମ ପିଆଜ ସ୍ୱତନ୍ତ୍ର ଟ୍ରେନ୍ ଆଜି ବିଶାଖାପାଟଣା ଷ୍ଟେସନ ଠାରୁ ଉତ୍ତର-ପୂର୍ବ ସୀମାନ୍ତ ରେଳପଥର କାଟିହର ରେଳ ମଣ୍ଡଳ ଅନ୍ତର୍ଗତ…