ରାଜ୍ୟ ଖବର ପିଏମଏୱାଇ(ସହରୀ) ୨.୦ରେ ଓଡ଼ିଶାକୁ ମିଳିଲା ଜାତୀୟ ପୁରସ୍କାର ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରୀ) ୨.୦ କାର୍ଯ୍ୟାନ୍ୱୟନରେ ଉଲ୍ଲେଖନୀୟ ସଂସ୍କାର ପାଇଁ ଓଡ଼ିଶାକୁ ଜାତୀୟ ସ୍ତରରେ ମିଳିଛି ସ୍ୱୀକୃତି। ନୂଆଦିଲ୍ଲୀରେ ଆୟୋଜିତ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ସହରୀ…