ଅନ୍ତରାଷ୍ଟ୍ରୀୟ ଜି-୨୦ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଏବଂ ଅନ୍ୟ ବିଶ୍ୱ ନେତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ ରୋମ: ଆଜି ଜି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ରାଷ୍ଟ୍ରପତି ଜୋ ବିଡେନ ଏବଂ ଅନ୍ୟ ବିଶ୍ୱ ନେତାଙ୍କ ସହ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ…