ବିଶେଷ ଖବର ପିଏମ୍ଶ୍ରୀ ସ୍କୁଲ୍ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ଭୁବନେଶ୍ୱର: ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି।…