ଜାତୀୟ ଖବର ଦକ୍ଷିଣ ଭାରତ ପ୍ରାକୃତିକ କୃଷି ସମ୍ମିଳନୀ ୨୦୨୫କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡୁର କୋଏମ୍ବାଟୁରଠାରେ ଦକ୍ଷିଣ ଭାରତ ଜୈବିକ କୃଷି ସମ୍ମିଳନୀ ୨୦୨୫ର ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି…