ଆଜିର ଖବର ନୂଆ ଯୋଜନା ‘‘ଉତ୍ତର ପୂର୍ବାଞ୍ଚଳ କ୍ଷେତ୍ର ପାଇଁ ପ୍ରଧାନମନ୍ତ୍ରୀଙ୍କ ବିକାଶ ପ୍ରୟାସ ’’କୁ କ୍ୟାବିନେଟ ମଞ୍ଜୁରି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ଏକ ନୂଆ ଯୋଜନା- ‘‘ଉତ୍ତର ପୂର୍ବାଞ୍ଚଳ କ୍ଷେତ୍ର ପାଇଁ ପ୍ରଧାନମନ୍ତ୍ରୀଙ୍କ ବିକାଶ ପ୍ରୟାସ (ପିଏମ-ଡିଭାଇନ)କୁ ଅନୁମୋଦନ…