ଜାତୀୟ ଖବର ସ୍କୁଲ ପାଇଁ କେନ୍ଦ୍ର ସରକାର ଖର୍ଚ୍ଚ କରିବେ ୫୪,୦୬୧ କୋଟି ଟଙ୍କା, ୮୦ କୋଟି ଛାତ୍ରଛାତ୍ରୀ ହେବେ ଉପକୃତ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ବୈଠକରେ ବିଦ୍ୟାଳୟରେ କେନ୍ଦ୍ରୀୟ ପ୍ରାୟୋଜିତ ରାଷ୍ଟ୍ରୀୟ ଯୋଜନା ପିଏମ ପୋଷଣର…