ଜାତୀୟ ଖବର ପିଏମ ସ୍ୱନିଧି ଯୋଜନାର ପୁନର୍ଗଠନ ଏବଂ ଋଣ ଅବଧି ସମୟ ବଢ଼ାଇବାକୁ କ୍ୟାବିନେଟ ମଞ୍ଜୁରି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ‘ପ୍ରଧାନମନ୍ତ୍ରୀ ଉଠାଦୋକାନୀ ଆତ୍ମନିର୍ଭର ନିଧି (ପିଏମ ସ୍ୱନିଧି) ଯୋଜନାର ପୁନର୍ଗଠନ ଏବଂ ଋଣ…