ପିଚୁ କାରଖାନା

ସମ୍ବଲପୁର: ସମ୍ବଲପୁରରେ ପିଚୁ କାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡି ପାଉଁଶ ହୋଇଯାଇଛି। ଚାରୋଟି ଦମକଳ ବାହିନୀ 4ଘଣ୍ଟାରୁ ଅଧିକ ସମୟ ଧରି…