ଆଜିର ଖବର ରାଜ୍ୟରେ ପିଡିଏସ ଚାଉଳରେ ଅପମିଶ୍ରିତ ଖବରର ତଦନ୍ତ କରିବା ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜ୍ୟରେ ବଣ୍ଟନ ହେଉଥିବା ପିଡିଏସ ଚାଉଳ ଅପମିଶ୍ରିତ ହେବା ଖବରର ତୁରନ୍ତ ତଦନ୍ତ କରିବା ସହ ପୁଷ୍ଟିଯୁକ୍ତ ଚାଉଳର ବଣ୍ଟନ ବିଷୟରେ ଜନସାଧାରଣଙ୍କୁ ଅବଗତ କରିବା…