ଆଜିର ଖବର ପିତାତଳି ସଙ୍ଘବଦ୍ଧ ଆକ୍ରମଣ ଘଟଣାରେ ୩ ଗିରଫ କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପିତାତଳି ସଙ୍ଘବଦ୍ଧ ଆକ୍ରମଣ ଘଟଣାରେ ଆହତ କାମେଶ୍ଵର ବର୍ତ୍ତମାନ ବିଶାଖାପାଟଣର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।…