ପିଲାମାନଙ୍କ ସ୍ୱପ୍ନ

ସୁନ୍ଦରଗଡ଼: ରାଜ୍ୟ ସରକାରଙ୍କ “୫ଟି’ ଉପକ୍ରମ ଅଧୀନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପର୍ଯ୍ୟାୟରେ ସୁନ୍ଦରଗଡ଼ ଜିଲ୍ଲାର ୧୮୦ଟି ରୂପାନ୍ତରିତ ସରକାରୀ ହାଇସ୍କୁଲର ଲୋକାର୍ପଣ କରିଛନ୍ତି।…