ଆଜିର ଖବର ସମ୍ବଲପୁର ଜିଲ୍ଲା ପୋଲିସ ପ୍ରଶାସନର ପିସିଆର୍ ଯାନ ସହ ୧୧୨ ଡାଏଲ୍ ସୁବିଧା ଲୋକାର୍ପିତ ସମ୍ବଲପୁର: ପବିତ୍ର ‘ରାମ ନବମୀ’ ଅବସରରେ ସମ୍ବଲପୁର ଠାରେ ଗୃହ ବିଭାଗ ଉଦ୍ୟମରେ ସମ୍ବଲପୁର ଜିଲ୍ଲା ପୋଲିସ ପ୍ରଶାସନର ପିସିଆର୍ ଯାନ ସହ ୧୧୨ ଡାଏଲ୍ ସୁବିଧାର ଲୋକାର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ଶ୍ରୀ…