ଜାତୀୟ ଖବର ଓଡ଼ିଶାରେ ୩୦% ପିସି ସରକାର ଚାଲିଛି, କୁବେର ମୁଖ୍ୟଯନ୍ତ୍ରୀଙ୍କ ପଛରେ କିଏ ବୋଲି ପ୍ରଶ୍ନ କଲା କଂଗ୍ରେସ ଭୁବନେଶ୍ୱର: ଦୁଇଦିନ ତଳେ ଓଡ଼ିଶା ସରକାରଙ୍କ ଭିଜିଲାନ୍ସ ବିଭାଗ ରାଜ୍ୟ ସରକାରଙ୍କର ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ ଆୟବର୍ହିଭୂତ ସମ୍ପତ୍ତି ଠୁଳ…