ବିଶେଷ ଖବର ରାଜ୍ୟରେ ପୁଞ୍ଜିନିବେଶ ସୁଯୋଗ ସୃଷ୍ଟି ପାଇଁ ରାୟପୁରରେ ଓଡ଼ିଶା ପକ୍ଷରୁ ନିବେଶକ ସମ୍ମିଳନୀ ଅନୁଷ୍ଠିତ ରାୟପୁର/ଭୁବନେଶ୍ୱର: ବିଭିନ୍ନ ଶିଳ୍ପ କ୍ଷେତ୍ରରେ ପୁଞ୍ଜିନିବେଶ ଆକୃଷ୍ଟ କରିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଚଳିତ ଜୁଲାଇ ୧୪ ଓ ୧୫ ତାରିଖରେ ରାୟପୁରଠାରେ “ଓଡ଼ିଶା ନିବେଶକ…