ଆଜିର ଖବର ଅଗଷ୍ଟ ୧ ତାରିଖରେ ପୁଣେ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୧ ତାରିଖରେ ମହାରାଷ୍ଟ୍ରର ପୁଣେ ଗସ୍ତ କରିବେ। ପୂର୍ବାହ୍ନ ପ୍ରାୟ ୧୧ ଟା ସମୟରେ ପ୍ରଧାନମନ୍ତ୍ରୀ ଦାଗଦୁଶେଠ ମନ୍ଦିରରେ ଦର୍ଶନ…