ଆଜିର ଖବର କର୍କଟ ରୋଗୀଙ୍କ ପୁନର୍ବାସ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ୱେଚ୍ଛାସେବୀ ସଂଗଠନକୁ ସମ୍ମାନିତ କଲା ସୋଆ ଭୁବନେଶ୍ୱର: କର୍କଟ ରୋଗୀ ଓ ସେମାନଙ୍କ ପରିବାରକୁ ସହାୟତା ଯୋଗାଇ ଦେବା ସହ ସେମାନଙ୍କ ଥଇଥାନ, ମାନସିକ ଓ ସାମାଜିକ ସହଯୋଗ ଏବଂ ରୋଗୀଙ୍କ କଲ୍ୟାଣ କ୍ଷେତ୍ରରେ…