ପୁରୀରୁ ଅଯୋଦ୍ଧା

ଭୁବନେଶ୍ବର: ପୁରୀ ଜଗନ୍ନାଥ ଧାମରୁ ଦେଶର ପ୍ରମୁଖ ଧାର୍ମିକ ସ୍ଥଳକୁ ଗଡିବ ଜଗନ୍ନାଥ ଏକ୍ସପ୍ରେସ। ରାଜ୍ୟରେ ମୋହନ ସରକାରଙ୍କ ବର୍ଷପୂର୍ତ୍ତି ଉପଲକ୍ଷେ ଏହି ଯୋଜନା ଆରମ୍ଭ କରାଯିବ।…