ଜାତୀୟ ଖବର ଏଥର ନୂଆବର୍ଷରେ ରେକର୍ଡ ସଂଖ୍ୟକ ଭକ୍ତ କଲେ ଜଗନ୍ନାଥ ଦର୍ଶନ, ଟାଣିଆଣିଲା ‘ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ’ ପୁରୀ: ଇଂରାଜୀ ନୂଆବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ର ପୁରୀରେ ରେକର୍ଡ଼ ସଂଖ୍ୟକ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ୨୦୨୪ ନୂଆବର୍ଷର ଆରମ୍ଭ କରିଛନ୍ତି। ନୂଆବର୍ଷରେ ଶ୍ରୀକ୍ଷେତ୍ର ଜନସମୁଦ୍ରରେ…