ଆଜିର ଖବର ପୁରୀରେ 5ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ପରିକ୍ରମା ପ୍ରକଳ୍ପର କଲେ ସମୀକ୍ଷା ପୁରୀ: ଆଜି ବଡି ଭୋରରୁ ପୁରୀରେ ପହଁଚିଛନ୍ତି 5ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ସେ ସେଠାରେ ଚାଲିଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ…