ଆଜିର ଖବର ରେଳ ମନ୍ତ୍ରଣାଳୟର ନୂଆ ଘୋଷଣା, ଏଣିକି ପୁରୀ ଓ ବିକାନେର ମଧ୍ୟରେ ଚାଲିବ ଏକ ସ୍ୱତନ୍ତ୍ର ଟ୍ରେନ୍ ଭୁବନେଶ୍ବର, ପୁରୀ ଏବଂ ବିକାନେର ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତି ନିଆଯାଇଛି। ସେହି ଅନୁସାରେ ନିମ୍ନଲିଖିତ ଅନୁଯାୟୀ ଏହି ଟ୍ରେନଟି…