ଆଜିର ଖବର LHB କୋଚ ସହିତ ପୁରୀ-ବାଙ୍ଗିରିପୋଷି-ପୁରୀ ସୁପର ଫାଷ୍ଟ ଏକ୍ସପ୍ରେସର ଶୁଭାରମ୍ଭ ଭୁବନେଶ୍ଵର: ଆଜି ପୂର୍ବାହ୍ନରେ ବାଙ୍ଗିରିପୋଷି ଷ୍ଟେସନରୁ LHB କୋଚ ସହିତ ପୁରୀ-ବାଙ୍ଗିରିପୋଷି-ପୁରୀ ସୁପର ଫାଷ୍ଟ ଏକ୍ସପ୍ରେସର ଶୁଭାରମ୍ଭ କରାଯାଇଅଛି। 12892/12891 ପୁରୀ-ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଏକ୍ସପ୍ରେସ ଏଲଏଚବି (LHB)…