ପୁରୀ–ବାଙ୍ଗିରିପୋସି–ପୁରୀ

ଭୁବନେଶ୍ବର: ପୂର୍ବତଟ ରେଳପଥ ଯାତ୍ରୀଙ୍କ ସୁବିଧା ବୃଦ୍ଧି ଏବଂ ବର୍ଦ୍ଧିତ ଚାହିଦାକୁ ଦୃଷ୍ଟିରେ ରଖି ଟ୍ରେନ ନଂ 12892/12891 ପୁରୀ-ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସରେ ଏକ ଅତିରିକ୍ତ ନନ୍-ଏସି ଚେୟାର…